ପ୍ରବଳ ବର୍ଷା ଆଶଙ୍କା; ମୟୂରଭଞ୍ଜରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଏନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ଅତି ପ୍ରବଳ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଜିଲ୍ଲାକୁ 'ରେଡ୍ ୱାର୍ଣ୍ଣିଂ' ଜାରି…