ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମରଣ ମୁହଁରୁ ବଞ୍ଚିଲେ ରମେଶ, ପୂର୍ବରୁ ମଧ୍ୟ ଏପରି ଘଟିଛି ଚମତ୍କାର
ଅହମଦାବାଦ: ଗୁରୁବାର ଗୁଜରାଟର ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡ଼ାଣ ଭରିବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବାବେଳେ ଏହି ବିମାନରେ ପାଇଲ ଓ କ୍ର୍ୟୁ ମେମ୍ବରଙ୍କୁ ମିଶାଇ ମୋଟ ୨୪୨ ଜଣ ଯାତ୍ରୀ ଥିଲେ । ଏହି ବିମାନ ଦୁର୍ଘଟଣାରେ ସମସ୍ତ ଯାତ୍ରୀଙ୍କର ମୃତ୍ୟୁ…