ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ
ଭୁବନେଶ୍ୱର: ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କର ୨.୫ କୋଟି ଟଙ୍କାର ସମ୍ପତ୍ତି…