ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
ଲଣ୍ଡନ : ପାକିସ୍ତାନ ବିପକ୍ଷରେ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଇଂଲଣ୍ଡର ତାରକା ବ୍ୟାଟର୍ ଜୋ ରୁଟ୍ ଟେଷ୍ଟ କ୍ରିକେଟ୍ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି । ସେ ସବୁଠାରୁ ଅଧିକ ଟେଷ୍ଟ ମ୍ୟାଚ୍ ଖେଳିଥିବା ବିଶ୍ୱର ତୃତୀୟ ଖେଳାଳି ହେବାର ଗୌରବ ହାସଲ କରିଛନ୍ତି । ସଚିନ ତେନ୍ଦୁଲକର…