ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ତୁରନ୍ତ ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ
ଅହମଦାବାଦ: ଗୁଜୁରାଟ ରାଜଧାନୀ ଅହମଦାବାଦରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୋଟ ୨୪୨ ଜଣ ଯାତ୍ରୀ ବିମାନରେ ଥିଲେ । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଚାଲିଛି । ଏହି ସମୟରେ, ପ୍ରଧାନମନ୍ତ୍ରୀ ମୋଦି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କ…