ଭୁବନେଶ୍ୱର ନୂଆ ଷ୍ଟେସନରୁ ଯାତ୍ରା ଆରମ୍ଭ କରିବ ଏହି ୩ ଟ୍ରେନ, ଜାଣନ୍ତୁ…
ଭୁବନେଶ୍ୱର: ଭୁବନେଶ୍ୱର ନୂଆ ଷ୍ଟେସନରେ ତିନୋଟି ଟ୍ରେନ ପାଇଁ ଟର୍ମିନାଲ ପଏଣ୍ଟ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଥିବା ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ୩ଟି ଟ୍ରେନ ଭୁବନେଶ୍ୱର ନୂଆ ଷ୍ଟେସନ ଠାରୁ ଯାତ୍ରା ଆରମ୍ଭ କରିବେ।
ଏହି ଟ୍ରେନଗୁଡ଼ିକ ହେଉଛି-…