ବିଶ୍ୱର ୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ କିଟ୍ ଜୀବନବ୍ୟାପୀ ସାଧନା ପୁରସ୍କାର
ଭୁବନେଶ୍ୱର: କିଟ ବିଶ୍ୱବିଦ୍ୟାଳୟ ୨୨ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲମ୍ବିଆ ହସପିଟାଲିଟି ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଜନ୍ ଓପେନହାଇମର, କଲମ୍ବୋ ହୁନୁପିଟିଆ ଗଙ୍ଗାରାମାୟ ମନ୍ଦିରର ମୁଖ୍ୟ ପଦାଧିକାରୀ ଡ କିରିଣ୍ଡେ ଆସାଜି ନାୟକ ଥେରୋ, ଦି…