ବାଲିଯାତ୍ରା ପାର୍କିଂ ଷ୍ଟାଣ୍ଡ୍ ପାଇଁ ଟେଣ୍ଡର ଡାକରା, ଅକ୍ଟୋବର ୯ରେ ହେବ ଚୂଡ଼ାନ୍ତ
କଟକ: ରାଜ୍ୟର ପ୍ରାଚୀନ କଳା, ହସ୍ତଶିଳ୍ପ, ସଂସ୍କୃତି ଏବଂ ସାମୁଦ୍ରିକ ଐତିହ୍ୟକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଚଳିତ ବର୍ଷ ନଭେମ୍ବର ୨୪ ତାରିଖରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଅନୁଷ୍ଠିତ ହେବ। ଏହି ଅବସରରେ ସହରର ବିଭିନ୍ନ ସ୍ଥାନରେ ଚିହ୍ନଟ ପାର୍କିଂଷ୍ଟାଣ୍ଡ୍ ଗୁଡ଼ିକୁ…