ଶ୍ରୀ ଭାଗବତ ସାର ୧୧୭: ପ୍ରତ୍ୟେକ ଜୀବ ଠାରେ ବ୍ରହ୍ମଙ୍କୁ ଦର୍ଶନ କରେ, ସେଠାରେ ନାରୀ ପୁରୁଷ ଭେଦା ଭେଦ ରହେ ନାହିଁ
ଲେଖକ: ଦୟାନିଧି ତ୍ରିପାଠୀ
ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ରେ ଅନେକ ତତ୍ୱ ସମ୍ବଳିତ ଉପାଖ୍ୟାନ ଅଛି। ପୂର୍ବରୁ ଆମେ ଶ୍ରୀ ସୂତ ମହାମୁନି ନିଜ ଗୁରୁ ରୂପେ ଶ୍ରୀ ଶୁକଦେବଙ୍କୁ ଅଭିହିତ କରିଛନ୍ତି କାରଣ ପ୍ରଥମେ ସେ ଏହି ମହାନ ଗ୍ରନ୍ଥ ଶ୍ରୀମଦ ଭାଗବତ କଥା ଶ୍ରୀ ଶୁକଦେବଙ୍କ ଠାରୁ…