ଭୁବନେଶ୍ବର ବିମାନ ବନ୍ଦରରୁ ୮ କୋଟି ଟଙ୍କାର ଗଞ୍ଜେଇ ଜବତ
ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ଗଞ୍ଜେଇ ଜବତ । ଏହି ଗଞ୍ଜେଇ ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ (ଡିଆରଆଇ) । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ । ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆସୁଥିବା ବେଳେ ଧରିଲା ଡିଆରଆଇ ।…