ଗଞ୍ଜାମରେ ଶିଳ୍ପ କ୍ଷେତ୍ରରେ ୧ ଲକ୍ଷ କୋଟିରୁ ଅଧିକ ଟଙ୍କା ନିବେଶ ଘୋଷଣା
ଭୁବନେଶ୍ୱର: ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲାରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କା ନିବେଶରେ ବ୍ୟାପକ ଶିଳ୍ପ ପ୍ରତିଷ୍ଠା ହେବ।ଗଞ୍ଜାମ ଜିଲ୍ଲାର ଯୁବକଯୁବତୀ ମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଅଞ୍ଚଳବାସୀଙ୍କ ଦାବୀକୁ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏଭଳି କହିଛନ୍ତି।
ଆଜି…