ପୁରୀରୁ ୫ ଧାର୍ମିକ ସ୍ଥଳ ପାଇଁ ଗଡ଼ିଲା ବସ୍
ପୁରୀ: ପୁରୀରୁ ୫ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳ ପାଇଁ ଗଡ଼ିଲା ସୁପର ପ୍ରିମୟମ ବସ୍ । ତିରୁପତି, ଅଯୋଧ୍ୟା, ଉଜ୍ଜୟିନୀ, ହାଇଦ୍ରାବାଦ ଓ ଭିଲାଇକୁ ଗଡ଼ିଲା ବସ୍ । କିଲୋମିଟର ପିଛା ପୁରୁଷଙ୍କ ପାଇଁ ୨ ଟଙ୍କା ଓ ମହିଳାଙ୍କ ପାଇଁ ୧ ଟଙ୍କା ଲାଗୁ କରାଯାଇଛି ।
ଗତକାଲି ଏହି ଯୋଜନାକୁ…