ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ରାଜ କିଶୋର ଜେନା ଗିରଫ
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବୁଧବାର ଦିନ ଭୁବନେଶ୍ୱର ଆରଆଣ୍ଡବି ଡିଭିଜନ- ୩ର ସହକାରୀ ଯନ୍ତ୍ରୀ ରାଜ କିଶୋର ଜେନାଙ୍କୁ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି।
ତାଙ୍କ ବିରୁଦ୍ଧରେ ଏକ ମାମଲା ମଧ୍ୟ ରୁଜୁ ହୋଇଛି। ତାଙ୍କୁ ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ…