ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଇଞ୍ଜିନିୟର, ଝରକାରୁ ଫୋପାଡିଥିଲେ ସୁନା..
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଇଞ୍ଜିନିୟର। କାଲି ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଭୁବନେଶ୍ୱରର ଆର୍ ଆଣ୍ଡ ବି ଡିଭିଜନ-୩ର ସହକାରୀ ଇଞ୍ଜିନିୟର ରାଜା କିଶୋର ଜେନାଙ୍କ ଘର ରେଡ୍ କରିଥିଲେ। ଆଉ ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ସେହି ବିଭାଗର ସହକାରୀ ଯନ୍ତ୍ରୀ ଅଶୋକଙ୍କ…