ବେତନଟୀରେ ଖୋଲିବ କିମ୍ସ-ଶୁଭ୍ରା ରୁରାଲ୍ ହସ୍ପିଟାଲ୍
ଭୁବନେଶ୍ୱର: ମୟୂରଭଞ୍ଜ ବେତନଟୀ ଅନ୍ତର୍ଗତ କୁଂଚିଶୋଳ ଗ୍ରାମରେ ଏକ ରୁରାଲ ହସ୍ପିଟାଲ୍ ଖୋଲିବା ପାଇଁ ଭୁବନେଶ୍ୱରର କିମ୍ସ ଓ ଗୁଜରାଟର ଶୁଭ୍ରା ଫାଉଣ୍ଡେସନ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଯାଇଛି।
ଭୁବନେଶ୍ୱରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍, କିସ୍ ଓ କିମ୍ସ…