ଏସସି ଓ ଏସଟି କଲ୍ୟାଣ ସମିତିର ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ ଲୋକସଭା ବାଚସ୍ପତି
ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଏହି ଅବସରରେ ଏକ ସ୍ମରଣୀକାକୁ ମଧ୍ୟ ଉନ୍ମୋଚନ କରିବେ।…