ନବମ ଥର ନବୀନ ହେବେ ସଭାପତି; ନୂଆ ରୂପ ନେବ ଦଳୀୟ ସଙ୍ଗଠନ
ଭୁବନେଶ୍ବର: ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେବେ ନବୀନ ପଟ୍ଟନାୟକ । ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରି ନଥିବାରୁ ପୁଣି ନବୀନ ନିର୍ଦ୍ବନ୍ଦ୍ବରେ ସଭାପତି ହେବା ନିଶ୍ଚିତ ହୋଇଛି । ଆଜି ନବୀନଙ୍କୁ ସଭାପତି ଭାବେ ବିଧିବଦ୍ଧ ଘୋଷଣା କରାଯିବ ।
ଦଳର ରାଜ୍ୟ ପରିଷଦ…