Green Fuel: ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ଏନେଇ ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଏଥିପାଇଁ ଜମି ଓ ବର୍ଜ୍ୟ ଯୋଗାଇଦେବେ ସରକାର । କମ୍ପାନୀ ତାଙ୍କର ପ୍ଲାଣ୍ଟ୍ ତିଆରି କରିବ ।
ଟ୍ୱିନ୍ ସିଟିରେ ପ୍ରାଥମିକ ସ୍ତରରେ…