୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ରେ ଫସିଥିବା ୧୭ ପର୍ଯ୍ୟଟକ
ବଲାଙ୍ଗୀର: ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ଫସିଥିବା ୧୭ ଛତିଶଗଡ଼ି ପର୍ଯ୍ୟଟକ ଉଦ୍ଧାର। ୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଏହି ପର୍ଯ୍ୟଟକ। ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ପାଇଁ ରାତିସାରା ଚାଲିଥିଲା ଅପରେସନ୍। ଅପରେସନରେ ସାମିଲ୍ ହୋଇଥିଲେ ପୋଲିସ୍, ଅଗ୍ନିଶମ ଓ ବନ ବିଭାଗ କର୍ମଚାରୀ।
ପ୍ରବଳ…