ରେଳ ଧାରଣାରୁ ଖସିଲା ମାଲ ବୋଝେଇ ଟ୍ରେନ, ୨୫ରୁ ଉର୍ଦ୍ଧ୍ବ ବଗି ଲାଇନଚ୍ୟୁତ
ବିଶାଖାପାଟନାମ: ରେଳ ଧାରଣାରୁ ଖସିଲା ମାଲ ବୋଝେଇ ଟ୍ରେନ। ୨୫ରୁ ଉର୍ଦ୍ଧ୍ବ ବଗି ଲାଇନଚ୍ୟୁତ। ସୁଡ଼ଙ୍ଗ ମଧ୍ୟରେ ରହିଛି ଟ୍ରେନର ଅଧା ବଗି। ଚିମିଡିପାଲି ନିକଟରେ ଘଟିଛି ଏହି ଦୁର୍ଘଟଣା। କେ କେ ଲାଇନରେ ଗାଡ଼ି ଚଳାଚଳ ବନ୍ଦ ରହିଛି।
ସୂଚନା ଅନୁସାରେ ଆରୁଖୁ–କୋତୱାଲାସା ମଧ୍ୟ ଚିମିଡିପାଲି…