ସ୍ୱଚ୍ଛ ସହର ସର୍ବେକ୍ଷଣ; ଦ୍ୱିତୀୟ ସ୍ଥାନ ହାସଲ କଲା ଆସ୍କା ବିଜ୍ଞାପିତ ଅଞ୍ଚଳ ପରିଷଦ
ଭୁବନେଶ୍ୱର: ଦେଶର ସ୍ୱଚ୍ଛ ସହର ସର୍ଭେରେ ଗଞ୍ଜାମ ଜିଲ୍ଲାର ଆସ୍କା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଚଳିତ ମାସ ୧୭ରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହ…