ରାଜଧାନୀ ୧ ନମ୍ବର ହାଟରେ ପୁଣି ଅଗ୍ନିକାଣ୍ଡ: ଜଳିଗଲା ଏକାଧିକ ଦୋକାନ
ଭୁବନେଶ୍ବର: ପୁଣି ଭୁବନେଶ୍ବର ଏକ ନମ୍ବର ମାର୍କେଟରେ ଅଗ୍ନିକାଣ୍ଡ। ଜଳିଗଲା ୫ରୁ ଅଧିକ ଦୋକାନ। ପୂଜା ସାମଗ୍ରୀ ଦୋକାନରୁ ଲାଗିଛି ନିଆଁ। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ କେତେ ଟଙ୍କାର…