ଜୁଲାଇ ୨୩ ଯାଏଁ ଭିଜିବ ଓଡ଼ିଶା
ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ସୃଷ୍ଟ ଏକ ନୂଆ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ୨୪ ଜୁଲାଇ ପାଖାପାଖି ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…