ଓୟୁଏଟିରେ ବଡ଼ ଅଘଟଣ: ନିର୍ମାଣାଧୀନ ଗେଟ୍ର ଛାତ ଭୁସୁଡ଼ି ୩ ଶ୍ରମିକ ଆହତ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି। ଓୟୁଏଟି ଅଧୀନରେ ଥିବା କୃଷି ମହାବିଦ୍ୟାଳୟ ନିକଟରେ ତିଆରି ହେଉଥିବା ଏକ ନିର୍ମାଣାଧୀନ ବକ୍ସ-ଗେଟର ଛାତ ହଠାତ୍ ଭୁସୁଡ଼ି ପଡ଼ିବାରୁ ୩ ଜଣ ଶ୍ରମିକ ଆହତ ହୋଇଛନ୍ତି ।…