ଭାରତୀୟ ସୀମାରେ ପାକିସ୍ତାନ ଅନୁପ୍ରବେଶକାରୀଙ୍କୁ ହତ୍ୟା କଲେ ସୁରକ୍ଷାକର୍ମୀ
ଶ୍ରୀନଗର: ଭାରତ-ପାକିସ୍ତାନ ଅନ୍ତର୍ଜାତୀୟ ସୀମାରେ ଏକ ବଡ଼ ଷଡଯନ୍ତ୍ରକୁ ପଣ୍ଡ କରିଛନ୍ତି ଭାରତୀୟ ସେନା । ଜମ୍ମୁ-କାଶ୍ମୀରର ସାମ୍ବା ସେକ୍ଟରରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ନାଗରିକଙ୍କୁ ବିଏସ୍ଏଫ୍ ଯବାନମାନେ ଗୁଳି କରି ହତ୍ୟା କରିଛନ୍ତି । ଏହି ଘଟଣା ପରେ,…