ଟାଟା ପାୱାର ନେତୃତ୍ୱାଧୀନ ଓଡିଶା ଡିସ୍କମ୍ ଗୁଡିକ ପକ୍ଷରୁ ‘ସୁରକ୍ଷା କବଚ’ ଆରମ୍ଭ
ଭୁବନେଶ୍ୱର: ସୁରକ୍ଷା ଏବଂ ପରିଚାଳନା ଉତ୍କର୍ଷ ପ୍ରତି ଅଟଳ ପ୍ରତିବଦ୍ଧତାକୁ ଦୋହରାଇ ଟାଟା ପାୱାର ନେତୃତ୍ୱାଧୀନ ଓଡିଶା ଡିସକମଗୁଡ଼ିକ ଏକ ପରିବର୍ତନଶୀଳ ଡିଜିଟାଲ୍ ସମାଧାନ ‘ସୁରକ୍ଷା କବଚ’ ଆରମ୍ଭ କରିଛନ୍ତି ।
ଏହି ପ୍ରଯୁକ୍ତି ସମ୍ବଳିତ ସୁରକ୍ଷା ପ୍ରାଚୀର ଓଡିଶାରେ ହାଇ ଟେନ୍ସନ୍…