ବ୍ୟର୍ଥ ହେଲା ଜାଡେଜାଙ୍କ ଲଢ଼ୁଆ ବ୍ୟାଟିଂ, ୨୨ ରନରେ ଜିତିଲା ଇଂଲଣ୍ଡ
ଲଣ୍ଡନ: ଏଠାରେ ଅନୁଷ୍ଠିତ ରୋମାଂଚକ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ୨୨ ରନରେ ଭାରତକୁ ପରାସ୍ତ କରିଛି । ଏଥିସହ ୫ ମ୍ୟାଚ ବିଶିଷ୍ଟ ତେନ୍ଦୁଲକର-ଆଣ୍ଡରସନ ଟ୍ରଫିରେ ଇଂଲଣ୍ଡ ୨-୧ର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିନେଇଛି । ୧୯୩ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ୧୭୦ ରନରେ ଅଲଆଉଟ ହୋଇ…