ସର୍ଜରୀ ପରେ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାରରୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଶନିବାର ଭୁବନେଶ୍ୱର ଫେରିଛନ୍ତି।
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ) ରେ ପହଞ୍ଚିବା ପରେ…