ସୁ-୩୦ ଏମକେଆଇ ଯୁଦ୍ଧ ବିମାନରେ ‘ଅସ୍ତ୍ର’ର ସଫଳ ପରୀକ୍ଷଣ; ୧୦୦ କିଲୋମିଟରରୁ ଅଧିକ…
ବାଲେଶ୍ୱର: ଶନିବାର ସୁ-୩୦ ଏମକେଆଇ ଯୁଦ୍ଧ ବିମାନରେ ‘ଅସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି । ଡିଆରଡିଓ ଏବଂ ଭାରତୀୟ ବାୟୁସେନାର ମିଳିତ ଉଦ୍ୟମରେ ସ୍ବଦେଶୀ ରେଡିଓ ଫ୍ରିକ୍ୱେନ୍ସି ସିକର୍ ଲାଗିଥିବା ଏହି କ୍ଷେପଣାସ୍ତ୍ରକୁ ସୁ-୩୦ ଏମ୍କେ-ଆଇ ଯୁଦ୍ଧ ବିମାନରୁ ପରୀକ୍ଷଣ କରାଯାଇଛି ।
ଓଡ଼ିଶା…