ଆଜିଠୁ ଗଡ଼ିଲା ଘରୋଇ ବସ୍; ସେପଟେ, ୪ର୍ଥ ଦିନରେ ଜାରି ରହିଛି ଡ୍ରାଇଭରଙ୍କ ଆନ୍ଦୋଳନ
ଭୁବନେଶ୍ବର: ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ । ୪ ଦିନ ପରେ ଘରୋଇ ବସ୍ ଚଳାଚଳ ସ୍ବାଭାବିକ ହୋଇଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍ । ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି ।
ଏଥିପାଇଁ…