ଭୁବନେଶ୍ୱରରେ ନବବୋଧୂଙ୍କ ଶବ ଝୁଲନ୍ତା ଅବସ୍ଥାରେ ଉଦ୍ଧାର, ଶ୍ୱଶୁର ଘର ଲୋକଙ୍କ ବିରୁଦ୍ଧରେ ହତ୍ୟା ଅଭିଯୋଗ
ଭୁବନେଶ୍ୱର: ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଧୀରୁକୁଟି ସାହିରେ ଆଜି ଜଣେ ନବବିବାହିତାଙ୍କୁ ଶ୍ୱଶୁର ଘରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ନାଁ ତୃପ୍ତି ନାୟକ। ସେ ଭୁବନେଶ୍ୱରର ଅନ୍ଧାରୁଆ ଗାଁର ସୁବାଷ ନାୟକଙ୍କ ଝିଅ।
ତୃପ୍ତିଙ୍କ ପରିବାର ଅଭିଯୋଗ କରିଛନ୍ତି, ତାଙ୍କୁ…