କଟକ ରେଳ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ୩ ଦୂରଗାମୀ ଟ୍ରେନର ରୁଟରେ ପରିବର୍ତ୍ତନ
ଭୁବନେଶ୍ୱର: ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ ପାଇଲ୍ ଫାଉଣ୍ଡେସନ୍ ଏବଂ ଷ୍ଟିଲ୍…