ଶ୍ରୀ ଭାଗବତ ସାର ୩୮: ଅକ୍ଷୟ ସୁଖ ପାଇବା ପାଇଁ ଶ୍ରୀମଦ ଭାଗବତ ଜ୍ଞାନ ଅଧିକାରୀ ହେବା
ଲେଖକ: ଦୟାନିଧି ତ୍ରିପାଠୀ
ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତର ତାତ୍ୱିଜ ବିଭବର ଆଲୋଚନା ପ୍ରସଙ୍ଗରେ ଆମେ ଚର୍ଚ୍ଚା କରୁଥିଲେ ଶରୀର ତତ୍ୱ ସମ୍ବନ୍ଧରେ। ଯେଉଁଥିରେ ସଂଖ୍ୟା ତତ୍ୱ ସହିତ ଶରୀରକୁ ଏକ ବୃକ୍ଷ ସହିତ ତୁଳନା କରାଯାଇଥିଲା। ବର୍ତ୍ତମାନ ଆସନ୍ତୁ ଜାଣିବା ଶରୀରର କେଉଁ…