ଭୁବନେଶ୍ବର ଏମ୍ସରେ ସିବିଆଇ ଚଢ଼ାଉ;ବିପୁଳ କାଗଜପତ୍ର ଜବତ
ଭୁବନେଶ୍ବର:ଭୁବନେଶ୍ବର ଏମସରେ ସିବିଆଇ ଚଢ଼ାଉ । ନିଯୁକ୍ତି ଜାଲିଆତି ନେଇ ସିବିଆଇର ଚଢ଼ାଉ । ଆଜି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏମ୍ସ ଭୁବନେଶ୍ବର ସମେତ ରାଜଧାନୀ ଭୁବନେଶ୍ବରର ଏକାଧିକ ସ୍ଥାନରେ ଚଢ଼ଉ କରିଛି।
ତେବେ ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି ଯେ, ନିଯୁକ୍ତି କ୍ଷେତ୍ରରେ…