୫୧୦ ଲିଟର ବେଆଇନ ଦେଶୀ ମଦ ଜବତ, ଜଣେ ମହିଳାଙ୍କ ସମେତ ୩ ଗିରଫ
ଭଦ୍ରକ: ଭଦ୍ରକ ଅବକାରୀ ବିଭାଗକୁ ବଡ଼ ସଫଳତା। ଏଠାରେ ଚଢ଼ାଉ କରି ୫୧୦ ଲିଟର ବେଆଇନ ଦେଶୀ ମଦ ଜବତ ହୋଇଛି । ଏହା ସହିତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ ଜଣ ପୁରୁଷ ଥିବା ନେଇ ସୂଚନା ମିଳିଛି । ସେମାନଙ୍କ ନିକଟରୁ ଏକ ବାଇକ୍ ଏବଂ ଏକ ସ୍କୁଟି ଜବତ…