ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ;ଭେଟି ଦେଲେ ମହାପ୍ରଭୁଙ୍କର ମହାପ୍ରସାଦ
ନୂଆଦିଲ୍ଲୀ:ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ମୋଦିଙ୍କୁ ମହାପ୍ରଭୁଙ୍କ ମହାପ୍ରସାଦ ଦେଇଛନ୍ତି କେଭି । ମୋଦୀ-କେଭିଙ୍କ ସାକ୍ଷାତ ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ବ ବହନ କରୁଛି ।
ଏକ୍ସ ପୋଷ୍ଟରେ ଉପମୁଖମନ୍ତ୍ରୀ ଲେଖିଛନ୍ତି, ଆଜି…