ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଅତ୍ୟନ୍ତ ଆବଶ୍ୟକ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଲୋକସେବା ଭବନ କନଭେନ୍ସନ୍ ସେଣ୍ଟରରେ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଉପସ୍ଥିତ ବନ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ…