Mahanadi Tribunal: ଫେବୃଆରୀ ୭କୁ ଓଡ଼ିଶା ଶୁଣାଣି ଘୁଞ୍ଚାଇବାକୁ ମନାକଲେ ମହାନଦୀ ଟ୍ରିବ୍ୟୁନାଲ
ଭୁବନେଶ୍ୱର: ମହାନଦୀ ଜଳ ବିବାଦ ସମ୍ପର୍କୀତ ବଡ ଖବର ସାମ୍ନାକୁ ଆସିଛି । ଆସନ୍ତା ୭ ତାରିଖରେ ହେବାକୁ ଥିବା ମହାନଦୀ ଟ୍ରିବ୍ୟୁନାଲ ଶୁଣାଣିକୁ ଘୁଞ୍ଚାଇବା ପାଇଁ ଓଡ଼ିଶା ସରକାରଙ୍କ ଅନୁରୋଧକୁ ଟ୍ରିବ୍ୟୁନାଲ ପ୍ରତ୍ୟାଖ୍ୟାନ କରିଛନ୍ତି । ଆଡଭୋକେଟ୍ ଜେନେରାଲ୍ ଉପସ୍ଥିତ ରହିପାରିବେ ନାହିଁ…