ବାପଟ୍ଲା ପଥର ଖାଦାନ ବିସ୍ଫୋରଣ: ୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ପୂର୍ବରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା। ମୃତକ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଳକର ଦୁଇ ଜଣ ଶ୍ରମିକ ଥିବା ସୂଚନା । ଜଣେ…