ଆଜିଠୁ ବାହୁଡ଼ା ପ୍ରସ୍ତୁତି; ସାଢ଼େ ୧୨ଟାରେ ରଥକୁ ଆଜ୍ଞାମାଳ ବିଜେ, ହେବ ୩ରଥର ଦକ୍ଷିଣ ମୋଡ଼
ପୁରୀ:ଆଜିଠୁ ବାହୁଡ଼ା ପ୍ରସ୍ତୁତି । ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କର ଲୀଳା ଖେଳା । ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ, ଅର୍ଥାତ୍ ଯାତ୍ରାର ଷଷ୍ଠ ଦିନରେ (ଆଜି) ରଥର ଦକ୍ଷିଣ ମୋଡ଼ ଅନୁଷ୍ଠିତ ହେବ।
ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା…