ଶ୍ରୀ ଭାଗବତ ସାର ୧୧୫: ରାଜା ପୃଥୁଙ୍କ କନ୍ୟା ହିସାବରେ ଆମ ଧରିତ୍ରୀଙ୍କ ନାମ ହେଲା ପୃଥିବୀ
ଲେଖକ: ଦୟାନିଧି ତ୍ରିପାଠୀ
ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ଅନେକ ତତ୍ୱର ସମାହାର, ଆମେ ଜାଣିଲେ ରାଜା ପୃଥୁଙ୍କ କନ୍ୟା ହିସାବରେ ଆମ ଧରିତ୍ରୀଙ୍କ ନାମ ହେଲା ପୃଥିବୀ। ଏହି ପୃଥିବୀରେ ସର୍ବ ଜ୍ଞାନର ଆଧାର ବେଦ ଥିଲା ଯାହା ଶଙ୍ଖାସୁର ନାମକ ଦୈତ୍ୟ ଦ୍ୱାରା ଅପହୃତ ହୋଇଗଲା…