ପୁରୀ ଅଘଟଣ ନେଇ ସ୍ପଷ୍ଟ କଲେ ଜିଲ୍ଲାପାଳ; ସେପଟେ, ସ୍ଥିତି ଅନୁଧ୍ୟାନ କଲେ ଡିଜିପି
ପୁରୀ: ପୁରୀ ଶରଧାବାଲିରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସ୍ଥିତି ଅନୁଧ୍ୟାନ କଲେ ପୋଲିସ ମହାନିର୍ଦ୍ଦେଶକ । ଘଟଣାସ୍ଥଳରେ ପ୍ରମୁଖ ଅଧିକାରୀଙ୍କ ସହ ସ୍ଥିତିର ଅନୁଧ୍ୟାନ କଲେ ଡିଜିପି ୱାଇ ବି ଖୁରାନିଆ । ପୋଲିସର ନିର୍ଦ୍ଦେଶ ସମସ୍ତେ ମାନନ୍ତୁ ବୋଲି କହିଲେ ଡିଜିପି । ଭକ୍ତ ମୋବାଇଲ୍ରେ ଫଟୋ…