ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଠକି ବନ୍ଧା ହେଲେ ଅଭିଯୁକ୍ତ
ଢେଙ୍କାନାଳ: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଠକାମି ମାମଲାର ଅଭିଯୁକ୍ତ ଗିରଫ ହୋଇଛି। ଆଜି ଅଭିଯୁକ୍ତ ନିରଞ୍ଜନ ଶତପଥୀଙ୍କୁ ଟାଉନ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତର ଘର ଢେଙ୍କାନାଳ ସଦର ଥାନା ବଣସିଂହ ଗାଁରେ ଥିବା ଜଣାପଡିଛି।
ଆଜି…