Latest Odisha News

BREAKING NEWS

ପବିତ୍ର ଅକ୍ଷୟ ତୃତୀୟା; ଆଜିର ଦିନରେ କରନ୍ତୁ ଏହି ସବୁ ଦାନ, ହେବେ ସୌଭାଗ୍ୟର ଅଧିକାରୀ

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ…

ରାଶି ଅନୁଯାୟୀ ଅକ୍ଷୟ ତୃତୀୟାରେ କ’ଣ କିଣିଲେ ମିଳିବ ଶୁଭଫଳ ?

ଭୁବନେଶ୍ବର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସର ଶୁକ୍ଳପକ୍ଷର ତୃତୀୟା ତିଥିକୁ ଅକ୍ଷୟ ତୃତୀୟା କୁହାଯାଏ । ଏହି ଦିନ କରାଯାଉଥିବା ଦାନ, ଜପ ଓ ଶୁଭ କାର୍ଯ୍ୟର ଅକ୍ଷୟ ଫଳ ପ୍ରାପ୍ତି ହୋଇଥାଏ । ଅକ୍ଷୟ ତୃତୀୟାରେ ଚଳିତ ବର୍ଷ ୮୨ ବର୍ଷ ପରେ ଅତ୍ୟନ୍ତ ଶୁଭ ସଂଯୋଗ ହେବାକୁ ଯାଉଛି ।…

ଶ୍ରୀ ଭାଗବତ ସାର ୨୨: ସର୍ବଦା ପ୍ରଭୁଙ୍କର ଚିନ୍ତନରେ ମଗ୍ନ ହୋଇଗଲେ ଭଗବାନଙ୍କ ସାନିଧ୍ୟ ନିଶ୍ଚିତ ହୋଇଯାଏ

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତରେ ବର୍ଣ୍ଣିତ ଭକ୍ତ ପ୍ରହଲ୍ଲାଦ ଉପାଖ୍ୟାନରେ ଏକ ବଡ଼ କଥା ଆମେ ଜାଣିବାକୁ ପାଇବା ଯଥା କୋଅତି ପ୍ରୟାସୋଅସୁରବାଳକହରେ ରୁପାସନେ ସ୍ବେ ହୃଦି ଛିଦ୍ରବତ ସତଃ ସ୍ୱସ୍ୟାତ୍ମନଃ ସଖ୍ୟୁରଶେଷ ଦେହିନଂ। ସାମାନ୍ୟ ତଃ କିଂ…

ବଢିଲା ଶ୍ରମିକଙ୍କ ଦୈନିକ ମଜୁରୀ; ଜାଣନ୍ତୁ କେଉଁ ଶ୍ରମିକଙ୍କୁ କେତେ ?

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ମିକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି ।…

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ; ସଜାଗ ରହିବାକୁ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମେ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର…

ଟ୍ରମ୍ପଙ୍କ ନୂଆ ନିର୍ଦ୍ଦେଶ; ଆମେରିକାରେ ଟ୍ରକ ଡ୍ରାଇଭର ଇଂରାଜୀ କହିବାକୁ ବାଧ୍ୟ

ନୂଆଦିଲ୍ଲୀ: ହ୍ୱାଇଟ୍ ହାଉସକୁ ଫେରିବା ପରଠାରୁ ଡୋନାଲ୍ଡ ଟ୍ରମ୍ପ ତାଙ୍କର ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାମ କରୁଛନ୍ତି। ଏଥିପାଇଁ ଟ୍ରମ୍ପ ପ୍ରତିଦିନ ନୂଆ ନୂଆ ନିର୍ଦ୍ଦେଶ ମଧ୍ଯ ଦେଉଛନ୍ତି। ଏହାରି ମଧ୍ୟରେ ସେ ଟ୍ରକ ଡ୍ରାଇଭରଙ୍କୁ ଏପରି ଏକ…

ସେନା ମୁଖ୍ୟଙ୍କ ପରେ କାହିଁକି ମୋହନ ଭାଗବତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ?

ନୂଆଦିଲ୍ଲୀ: ଆରଏସଏସ ମୁଖ୍ୟ ମୋହନ ଭାଗବତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ତିନି ସେନାର ମୁଖ୍ୟ, NSA, CDS ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ପରେ ମୋହନ ଭାଗବତଙ୍କୁ ଭେଟିଛନ୍ତି ମୋଦୀ।…

୨୦୨୬ ସୁଦ୍ଧା ମିଳିମିଳା-ରୁବେଲା ମୁକ୍ତ ଭବିଷ୍ୟତ ଗଠନ ପାଇଁ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ଆଜି ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମଆର) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ଏକ ବିସ୍ତୃତ ସୂଚନା, ଶିକ୍ଷା ଏବଂ ଯୋଗାଯୋଗ (ଆଇଇସି) ସାମଗ୍ରୀର ଉନ୍ମୋଚନ କରିଛନ୍ତି। ଏପ୍ରିଲ ୨୪ରୁ…

ଟିମ ଇଣ୍ଡିଆ ଟି୨୦ ଦଳର ନିୟମିତ ସଦସ୍ୟ ହେବା ରାହୁଲଙ୍କ ଟାର୍ଗେଟ

ନୂଆଦିଲ୍ଲୀ: ଚଳିତ ଆଇପିଏଲରେ କେଏଲ ରାହୁଲ ବିସ୍ଫୋରକ ବ୍ୟାଟିଂ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣି ପାରିଛନ୍ତି । ଆନ୍ତର୍ଜାତୀୟ ଟି୨୦ରେ ରାହୁଲ ଭାରତୀୟ ଦଳର ନିୟମିତ ସଦସ୍ୟ ହେବାକୁ ଚାହୁଁଛନ୍ତି । ଏଥିପାଇଁ ସେ ତାଙ୍କ ବ୍ୟାଟିଂ ଶୈଳୀରେ ପରିବର୍ତନ ମଧ୍ୟ କରିଛନ୍ତି । ୨୦୧୬ରେ ରାହୁଲ ଭାରତ…

ଭିଜିଲାନ୍ସ ଟିମର ଚଢ଼ଉ; ଅବକାରୀ ଅଧୀକ୍ଷକଙ୍କ ଗାଡ଼ିରୁ ୩ ଲକ୍ଷ ଜବତ

ଢେଙ୍କାନାଳ:ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରିଛନ୍ତି । ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଆଜି ଅପରାହ୍‌ଣ ପ୍ରାୟ ସାଢ଼େ ୪ଟାରେ ଲକ୍ଷାଧିକ ଟଙ୍କା ନେଇ କୁଆଡ଼େ…