ସରକାରୀ କ୍ୱାର୍ଟର୍ସରୁ ଚୋରି; ଲକ୍ଷାଧିକ ମୂଲ୍ୟର ଅଳଙ୍କାର ସହ ବିପୁଳ ନଗଦ ଟଙ୍କା ଲୁଟ୍
ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍-୩ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ପଶି ଲକ୍ଷାଧିକ ମୂଲ୍ୟର ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ନଗଦ ଲୁଟି ନେଇଛନ୍ତି ଦୁର୍ବୁତ୍ତ।
ସୂଚନା ଅନୁଯାୟୀ, ସୋମବାର ରାତିରେ ଘରର ଲୋକମାନେ ପ୍ରାୟ ଦୁଇ ଘଣ୍ଟା ପାଇଁ ବାହାରକୁ ଯାଇଥିବା ବେଳେ ଏହି ଘଟଣା…