୭୨ ଘଣ୍ଟା ମଧ୍ୟରେ ଭାରତ ଛାଡ଼ିବେ ପାକିସ୍ତାନୀ; ମେଡିକାଲ ଭିସା ବି ରଦ୍ଦ କଲେ ସରକାର
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠନ ନେବାରେ ଲାଗିଛି।
ପ୍ରଧାନମନ୍ତ୍ରୀ ମୋଦି ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦୋଷୀମାନଙ୍କୁ ଛଡାଯିବ ନାହିଁ।
ସୂଚନା ଅନୁଯାୟୀ, ଭାରତ…