ନବୀନ ଡାକିଲେ ବଡ଼ ବୈଠକ: ଆଗାମୀ ନିର୍ବାଚନ ପାଇଁ କାମ ଆରମ୍ଭ କରିବାକୁ ଦେଲେ ପରାମର୍ଶ
ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ବାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା ପରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଗତ ଦୁଇ ବର୍ଷରେ ରାଜ୍ୟରେ ଆଇନ…