Latest Odisha News

BREAKING NEWS

ରାଜ୍ୟରେ ୪୫ ଡିଗ୍ରୀ ଟପିଲା ତାପମାତ୍ରା, ଆଜି ୪ ଜିଲ୍ଲାକୁ ହିଟ୍‌ୱେଭ୍‌ ଆଲର୍ଟ

ଭୁବନେଶ୍ୱର: ପଶ୍ଚିମ, ଆଭ୍ୟନ୍ତରୀଣ ଓଡିଶାରେ ବର୍ଷୁଛି ନିଆଁ। ୪୫ ଡିଗ୍ରୀ ଡେଇଁଲା ପାରଦ। ଆଜିଠୁ ଗ୍ରୀଷ୍ମ ଲହରୀ ଆରମ୍ଭ। ୨୩ରୁ ସାଂଘାତିକ ହେବ ତାତି। ଝାରସୁଗୁଡ଼ା ତାପମାତ୍ରା ୪୫.୪ ଡିଗ୍ରୀ ପାଲଟିଛି ଦେଶର ଦ୍ୱିତୀୟ ଉତ୍ତପ୍ତ ସହର। ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିଛି। ସେଥିରୁ…

ପିସିଆର୍ ଭ୍ୟାନ ଉପରେ ମାଡିଗଲା ହାଇୱା, ୨ ପୋଲିସ ମୃତ

କଟକ: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା। ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା। ଦୁର୍ଘଟଣାରେ ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ ଥିବା…

ଶ୍ରୀ ଭାଗବତ ସାର ୧୪: ମଣିଷ ଯଦି ହରିଙ୍କ ପାଖରେ ଭକ୍ତି କରିବା ଶଖିଯିବ ତେବେ ସେ ମଧ୍ୟ ଭକ୍ତ ପ୍ରହ୍ଲାଦ ପାଲଟିଯିବ

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ଗ୍ରନ୍ଥ ଭକ୍ତି ଓ ପ୍ରେମ ପ୍ରଧାନ ଅଟେ। କାରଣ ଭଗବାନ ଶ୍ରୀକୃଷ୍ଣ ସ୍ୱୟଂ ଭକ୍ତର ଅଧୀନ ଓ ଭକ୍ତ ପ୍ରେମରେ ବନ୍ଧା। ଏଇଠି ମନରେ ପ୍ରଶ୍ନ ଆସେ ଆମ ଭଳି ସାଧାରଣ ମଣିଷଟିଏ କଣ ଭଗବାନଙ୍କ ପ୍ରକୃତ ଭକ୍ତ ହୋଇ ପାରିବା? ଏହି…

ମୁର୍ଶିଦାବାଦ ହିଂସାକାଣ୍ଡ ଘଟଣାରେ ଓଡିଶାର ଲିଙ୍କ୍; ଝାରସୁଗୁଡାରୁ ୨ ଅପରାଧୀ ଗିରଫ, ୬ ଅଟକ

ଝାରସୁଗୁଡ଼ା: ପଶ୍ଚିମବଙ୍ଗ ମୁର୍ଶିଦାବାଦ ଦଙ୍ଗାରେ ଓଡିଶାର ଲିଙ୍କ ଥିବା ଅଭିଯୋଗ । ଦଙ୍ଗାରେ ସମ୍ପୃକ୍ତି ଅଭିଯୋଗରେ ବନହରପାଲି ଥାନା ଅଞ୍ଚଳରୁ ୨ ଅଭିଯୁକ୍ତ ଗିରଫ କରିବା ସହ ଆଉ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ମୁର୍ଶିଦାବାଦରେ ଦଙ୍ଗା ପରେ ଝାରସୁଗୁଡ଼ା ଆସି ଆତ୍ମଗୋପନ…

ଫିଲ୍ମ ‘ସ୍ତ୍ରୀ ୨’ ଏବଂ ‘ପୁଷ୍ପା ୨’ ପରେ ୬୦୦ କୋଟି କ୍ଲବରେ ସାମିଲ ହେଲା…

ମୁମ୍ବାଇ: 'ଛାଭା' ପ୍ରଥମେ ୧୪ ଫେବୃଆରୀ ୨୦୨୫ରେ ଦେଶର ସମସ୍ତ ସିନେମା ହଲ୍ ରେ ରିଲିଜ ରିଲିଜ ହୋଇଥିଲା, ଏହାପରେ ୧୧ ଏପ୍ରିଲରେ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ରିଲିଜ୍ ହୋଇସାରିଛି । ଏଥିରେ, ଭିକି କୌଶଲ ଏବଂ ରଶ୍ମିକା ମନ୍ଦାନାଙ୍କ ଉତ୍କୃଷ୍ଟ ଅଭିନୟକୁ ଦର୍ଶକ ବହୁତ ପ୍ରଶଂସା କରିଥିଲେ ।…

ଆତଙ୍କୀ ହେବେ ନିପାତ; ଜମ୍ମୁ-କଶ୍ମୀରରେ ମୁତୟନ ହେବେ କୋବ୍ରା କମାଣ୍ଡୋ

ଶ୍ରୀନଗର: ଜମ୍ମୁ ଏବଂ କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନକୁ 'ଅପରେସନ୍ ଅଲ୍ ଆଉଟ୍'କୁ ସୁଦୃଢ଼ ​​କରିବା ପାଇଁ ସିଆରପିଏଫ୍ ୧୧ତମ କୋବ୍ରା କମାଣ୍ଡୋ ବାଟାଲିୟନକୁ ମୁତୟନ କରିବାକୁ ନିଷ୍ପତ୍ତି ନେଇଛି । ଗୃହ ମନ୍ତ୍ରଣାଳୟ ସୂତ୍ର ଅନୁସାରେ, କେନ୍ଦ୍ରୀୟ ରିଜର୍ଭ ପୋଲିସ ବାହିନୀର ଏହି…

ଉନ୍ନତିକରଣ କାର୍ଯ୍ୟ ପାଇଁ ଏସବୁ ଟ୍ରେନ ବାତିଲ

ଭୁବନେଶ୍ୱର: ସୁରକ୍ଷା ବୃଦ୍ଧି କରିବା ଏବଂ ରେଳଟ୍ରାକ ଗୁଡ଼ିକୁ ଅଧିକ ଉନ୍ନତମାନର ବନାଇବା ପାଇଁ ଦକ୍ଷିଣ ପୂର୍ବ ରେଳବାଇର ଚକ୍ରଧରପୁର ଡିଭିଜନ ଆସନ୍ତା ଏପ୍ରିଲ ୨୧ରୁ ୨୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ରାଉରକେଲା ଏବଂ ବନ୍ଧମୁଣ୍ଡା ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ କରିବ।…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

ନୂଆଦିଲ୍ଲୀ: ୪ ଦିନିଆ ଭାରତ ଗସ୍ତରେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ । ପତ୍ନୀ ଉଷା ଓ ୩ ସନ୍ତାନଙ୍କ ସହ ଭାରତ ଆସି ପହଞ୍ଚିଛନ୍ତି । ସୋମବାର ଦିନ ସେ ଦିଲ୍ଲୀର ଅକ୍ଷରଧାମ ମନ୍ଦିର ମଧ୍ୟ ପରିଦର୍ଶନ କରିଥିଲେ । ଏହା ପରେ ସେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଏହି ଦିନ ପରଦାକୁ ଆସିବ ‘ମର୍ଦାନୀ’ ୩

ମୁମ୍ବାଇ: ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଫିଲ୍ମ 'ମର୍ଦାନୀ ୩' କୁ ଅପେକ୍ଷା କରି ବସିଛନ୍ତି ଫ୍ୟାନ୍ସ। ଏହି ଫିଲ୍ମର ପୂର୍ବ ଦୁଇଟି ଭାଗ କୁ ଲୋକ ମାନେ ଖୁବ୍ ପସନ୍ଦ କରିଥିଲେ ଓ ଏହା ବକ୍ସ ଅଫିସ ରେ ମଧ୍ୟ ରେକର୍ଡ ଭାଙ୍ଗିଥିଲା। ତେବେ ବର୍ତ୍ତମାନ ଏହି ଫିଲ୍ମର ପାର୍ଟ ୩ର ରିଲିଜ ତାରିଖ…

ଜେଇଇ ମେନରେ କିସ ଓ ସାଇର ଛାତ୍ରଛାତ୍ରୀ କୃତକାର୍ଯ୍ୟ

ଭୁବନେଶ୍ୱର: ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଆଜି ଯୁଗ୍ମ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ ପାଇଛି। ତଦନୁଯାୟୀ, ଭୁବନେଶ୍ୱରର ବାସିନ୍ଦା ଓମ୍ ପ୍ରକାଶ ବେହେରା ୩୦୦/୩୦୦ ସ୍କୋର କରିଥିବା ୨୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ସାମିଲ ରହିଛନ୍ତି। ସେ ରାଜସ୍ଥାନର କୋଟାରେ ପ୍ରିପାରେସନ…