T20 World Cup 2026: ପାକିସ୍ତାନ ଦାବିକୁ ପ୍ରତ୍ୟାଖ୍ୟାନ କଲା ଆଇସିସି, ଦେଲା ଅଲ୍ଟିମେଟମ୍…
ନୂଆଦିଲ୍ଲୀ: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବନାମ ପାକିସ୍ତାନ ମ୍ୟାଚ୍ ପାଖେଇ ଆସୁଥିବା ବେଳେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିଲେ।
ଯେଉଁଥିପାଇଁ ଆଇସିସି ପ୍ରତିନିଧିମାନେ…