ପୁଣି ଆସୁଛି ଲଘୁଚାପ, ୨୩ରୁ ବଢିବ ବର୍ଷା
ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା। ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଫଳରେ ରାଜ୍ୟରେ ୨୩ ତାରିଖରୁ…